ଭୁବନେଶ୍ୱର ପହଂଚିଲା ୨ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆସି ପହଂଚିଲା ୨ଲକ୍ଷ କୋଭିସିଲ୍ଡ ଟିକା। ୪୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି ବିଶେଷଙ୍କ ପାଇଁ ଏହି ଟିକା ପହଂଚିଛି। ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷାରତ ଥିବା ଲୋକଙ୍କୁ ପ୍ରାଥମିକତା ଦିଆଯିବ ବୋଲି ଜଣାପଡ଼ିଛି।