ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ରାଜ୍ୟ By nitidin1 On Dec 1, 2023 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକଙ୍କୁ ଭେଟି ଏହି ସହାୟତା ରାଶି ପ୍ରଦାନ କରିଛନ୍ତି । Share