ପୁଣେ ଟି-୨୦: ଶ୍ରୀଲଙ୍କାକୁ ୨୦୨ ରନ୍‌ ବିଜୟ ଲକ୍ଷ୍ୟ ଦେଲା ଭାରତ

ପୁଣେ : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟି-୨୦ ଶୃଙ୍ଖଳାର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ପୁଣେରେ ଖେଳାଯାଉଛି। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ଓ୍ଵିକେଟ୍‌ ହରାଇ ୨୦୧ ରନ୍‌ କରିଛି। ଫଳରେ ଶ୍ରୀଲଙ୍କାକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୨୦୨ ରନ୍‌ ଟାର୍ଗେଟ ମିଳିଛି।

Comments are closed, but trackbacks and pingbacks are open.