ପୁଣେ ଟି-୨୦: ଶ୍ରୀଲଙ୍କାକୁ ୨୦୨ ରନ୍‌ ବିଜୟ ଲକ୍ଷ୍ୟ ଦେଲା ଭାରତ

ପୁଣେ : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟି-୨୦ ଶୃଙ୍ଖଳାର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ପୁଣେରେ ଖେଳାଯାଉଛି। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ଓ୍ଵିକେଟ୍‌ ହରାଇ ୨୦୧ ରନ୍‌ କରିଛି। ଫଳରେ ଶ୍ରୀଲଙ୍କାକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୨୦୨ ରନ୍‌ ଟାର୍ଗେଟ ମିଳିଛି।