ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ନୂଆ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୫ଜଣ ସ୍ଥାନୀୟ ରହିଥିବାବେଳେ ୧୩୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 28th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/vzOALYXVKZ— BMC (@bmcbbsr) July 28, 2020