ଆଉ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ

  • ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨୧କୁ ବୃଦ୍ଧିପାଇଛି। ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।