ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨୪୦୩କୁ ବୃଦ୍ଧି ପାଇଛି।
Update on newly detected & cured #COVID19 cases in the last 24 hrs under the BMC area on 4th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/3FHA01PwcP— BMC (@bmcbbsr) September 4, 2020