ଭୁବନେଶ୍ୱର, ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ଆଜି ୫୮୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରନ୍ତଙ୍କ ମଧ୍ୟରେ ୨୨୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୫୯ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଫଳରେ ଭୁବନେଶ୍ୱରରୁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୫୩କୁ ବୃଦ୍ଧି ପାଇଛି।
Update on newly detected & cured #COVID19 cases in the last 24 hrs under the BMC area on 3rd Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/2khcPZvlYw— BMC (@bmcbbsr) September 3, 2020