ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶାରେ ୫ଜି ସେବା ଆରମ୍ଭ ହୋଇଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭୁବନେଶ୍ୱରରେ ଏହାର ଲୋକାର୍ପଣ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଏହି ସେବା ଭୁବନେଶ୍ୱର ଓ କଟକରେ ଲାଗୁ ହେବ । ଏଥିସହିତ ଆସନ୍ତା ୨୪ ମାସ ମଧ୍ୟରେ ସମ୍ପୂର୍ଣ୍ଣ ଓଡ଼ିଶାରେ ଏହି ସେବା ସମ୍ପୂର୍ଣ ରାଜ୍ୟରେ ଲାଗୁ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଶ୍ରୀ ବୈଷ୍ଣବ କହିଛନ୍ତି ।