ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଭାବେ ରାଜ୍ୟ ସରକାର ଅବସର ପ୍ରଦାନ କରିଛନ୍ତି । ନିକଟରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ମିଶ୍ରଙ୍କୁ ସିବିଆଇ ଗିରଫ କରିଥିଲା । ଏବେ ସେ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତରେ ଅଛନ୍ତି ।