ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ପହଞ୍ଚିଛନ୍ତି । ଦିଲ୍ଲୀ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ବିଚାରପତିଙ୍କ ବୈଠକ ଡକାଇଛନ୍ତି । ମୁଁ ଏହି ବୈଠକରେ ଯୋଗଦେବି । ଓଡ଼ିଶାର ବାକି ଥିବା ବିଭିନ୍ନ ପ୍ରକଳ୍ପ ନେଇ ଆଲୋଚନା କରିବି ।