ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ମୁଖ୍ୟ ବିଚାରପତୀ ଦାୟିତ୍ୱ

କଟକ,ଏନ୍ଏନ୍ଏସ୍ : ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତୀ ଭାବେ ଦାୟିତ୍ୱ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦାୟିତ୍ୱ ଦେଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ଜଷ୍ଟିସ୍ କେ. ଏସ୍. ଜାଭେରୀଙ୍କ ଅବସର ପରେ ନୂଆ ଦାୟିତ୍ୱ ନେଇଛନ୍ତି ଜଷ୍ଟିସ ପଣ୍ଡା। କାଲିଠାରୁ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ ପଣ୍ଡା।