ନିର୍ଭୟା ମାମଲା : ଅକ୍ଷୟର ରାଜକ୍ଷମା ଆବେଦନ ଖାରଜ ଦେଶ- ବିଦେଶ By Nitidin On Feb 5, 2020 Share ନୂଆଦିଲ୍ଲୀ : ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ଅକ୍ଷୟ ଠାକୁରର ରାଜକ୍ଷମା ଆବେଦନ ଖାରଜ ହୋଇଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଜକ୍ଷମା ଆବେଦନକୁ ଖାରଜ କରିଦେଇଛନ୍ତି । ଫଳରେ ଅକ୍ଷୟ ଫାଶୀ ପାଇବା ନିଶ୍ଚିତ ହୋଇଛି । Share