୫ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମୋହର

ଭୁବନେଶ୍ୱର ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଥିରେ ୫ଟି ପ୍ରସ୍ତାବକୁ କ୍ୟାବିନେଟରେ ମୋହର ବାଜିଛି। ସାଧାରଣ ପ୍ରଶାସନ, ଏସସି/ଏସଟି, ପୂର୍ତ୍ତ ଓ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସେହିପରି ପଛୁଆ ବର୍ଗଙ୍କ ପ।।ଇଁ ଗୁରୁତ୍ୱପୂର୍ଣ୍ଣ ନିଆଯାଇଥିବା ସୂଚନା ଦିଆଯାଇଛି।