ଆନ୍ଦୋଳନରତ ଏଏନଏମଙ୍କୁ ଯୋଗ୍ୟତା ଭିତ୍ତିରେ ମିଳିବ ନିଯୁକ୍ତି

ଭୁବନେଶ୍ୱର, ଏନ୍ଏନ୍ଏସ୍: ବିଧାନସଭାରେ ଏଏନଏମଙ୍କ ସମ୍ପର୍କରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବିବୃତି ରଖିଛନ୍ତି। ଆନ୍ଦୋଳନରତ ଏଏନଏମଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ଦିଆଯିବ। ୧୦୯୯ଟି ଏଏନଏମ ପଦବୀ ଖାଲି ରହିଛି। କରୋନାକୁ ଦୃଷ୍ଟିରେ ରଖି ସର୍ତ୍ତମୂଳକ ନିଯୁକ୍ତି ଦିଆଯାଇଥିଲା ବୋଲି ମନ୍ତ୍ରୀ କହିଛନ୍ତି।