ଆଜି ସୁସ୍ଥହେଲେ ୬୫୨୭ ଜଣ କରୋନା ସଂକ୍ରମିତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୫୨୭ଜଣ ସୁସ୍ଥହୋଇଛନ୍ତି।

ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୯୭୫୭୫କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୧ଜଣ ସୁସ୍ଥହୋଇଛନ୍ତି।