ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ୭୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୦୫୧୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ଆଜି ସର୍ବାଧିକ ୨୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକ ଜିଲ୍ଲାରୁ ୧୧୬ ଜଣ ରହିଛନ୍ତି।
The total recovered cases of #Odisha now stand at 20517.
— H & FW Dept Odisha (@HFWOdisha) July 31, 2020