ଟ୍ରକ୍ ଧକ୍କାରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ

ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଦେଓଗାଁ-ତୁଷୁରା ରାସ୍ତା ମହିପୁର ଛକରେ ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ଭାଇ ଭଉଣୀ ମୃତ୍ୟୁ ହୋଇଛି। ମୁରିବାହାଲ ପଙ୍ଗୁନିଆ ଗାଁର ମଣ୍ଟୁ ଓ ସଞ୍ଜୁ ବେନିଆଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ଲୋକେ ରାସ୍ତାରୋକ କରିଛନ୍ତି।