୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ ଆଜି ସଂଧ୍ୟା ୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କୋଭିଡ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।