ସ୍ୱଚ୍ଛ ଭାରତ, ସ୍ୱଚ୍ଛ ଭୁବନେଶ୍ୱର ଅଭିଯାନ ଆରମ୍ଭ

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସ୍ୱଚ୍ଛ ଭାରତ, ସ୍ୱଚ୍ଚ ଭୁବନେଶ୍ୱର ଅଭିଯାନ ଆରମ୍ଭ ହୋଇଯାଇଛି । ଏହି ଅବସରରେ ୪ଟି ମୌଳିକ ସମସ୍ୟା ଉପରେ ଗୁରୁତ୍ୱ ଦିଆଯିବ ବୋଲି ଶ୍ରମତୀ ଷଡ଼ଙ୍ଗୀ କହିଛନ୍ତି ।