ରାଜ୍ୟବାସୀଙ୍କୁ ଓଡ଼ିଆ ନବ ବର୍ଷର ଶୁଭେତ୍ସା ଦେଲେ ମୁଖ୍ୟମନ୍ତ୍ରୀ ରାଜ୍ୟ By Nitidin On Apr 13, 2020 Share ଭୁବନେଶ୍ବର,ଏନ୍ଏନ୍ଏସ୍: ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ। ଆମ ସମସ୍ତଙ୍କୁ ଦୃଢତାର ସହ କରୋନା ମୁକାବିଲା ପାଇଁ ମହାପ୍ରଭୂ ଶକ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଟ୍ଵିଟ୍ କରି କହିଛନ୍ତି। Share