ବଲାଙ୍ଗିର ଜିଲ୍ଲାକୁ ୨କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ଼ ଦ୍ୱିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରିଲିଫ ପାଣ୍ଠିରୁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।