ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ସଂକ୍ରମିତ

ଢେଙ୍କାନାଳ,ଏନ୍ଏନ୍ଏସ୍: ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି।