ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ତିନି ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି । ବର୍ଷା ପରେ ଖରା ହେବାର ସମ୍ଭାବନା ରହିଛି ।