ଜଗା-ବଳିଆଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ କଲେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଟିମ

କଟକ: ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଟିମ କଟକ ଏସସିବି ମେଡିକାଲ ଗସ୍ତ କରି ଜଗା-ବଳିଆଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି।