ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା

କୋଲକାତା,ଏଜେନ୍ସି: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ମମତା କ୍ଷମତାକୁ ଫେରିଛନ୍ତି। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଜଗଦୀପ ଧନଖଡ଼ ଶପଥ ଗ୍ରହଣ କରାଇଛନ୍ତି।

ତୃଣମୂଳ କଂଗ୍ରେସ ଏହି ନିର୍ବାଚନରେ ୨୧୩ ସିଟ ଅଧିଗ୍ରହଣ କରିଥିବା ବେଳେ ବିଜେପି ୭୭ଟି ଓ ଅନ୍ୟ ପାର୍ଟି ୨ଟି ସିଟ ହାସିଲ କରିଛନ୍ତି।