ଇନ୍ଦିରା ଗାନ୍ଧୀଙ୍କୁ ୧୦୨ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳୀ ଦେଲେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ,ଏଜେନ୍ସି: ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜନ୍ମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ମେମୋରିଆଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଓ କଂଗ୍ରେସର ମଧ୍ୟକାଳୀନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି।

ଏଥିସହ ଇନ୍ଦିରା ଗାନ୍ଧୀଙ୍କ ପୂରାତନ ଘଟଣା ଗୁଡ଼ିକୁ ସ୍ମରଣ କରିଛନ୍ତି।