ଖରାପାଇଁ ସକାଳୁଆ ସ୍କୁଲ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଖରାପାଇଁ ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ ପର୍ଯ୍ୟନ୍ତ କ୍ଲାସ ହେବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସକାଳ ୯ଟାରୁ ଦିନ ୧ଟା ପର୍ଯ୍ୟନ୍ତ ସ୍କୁଲ ହେବ। ଏନେଇ ସବୁ ଡିଇଓମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ଅତିରିକ୍ତ ସଚିବ।