ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ସିଲ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ପଳାଶପଲ୍ଲୀସ୍ଥିତ ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ସିଲ୍। କୋଭିଡ କଟକଣା ଉଲ୍ଲଙ୍ଘନ ଅଭିଯୋଗରେ ବିଏମସି ସିଲ୍ କରିଥିବା ଜଣାପଡ଼ିଛି।