ଆଜି ରାତି ୮ଟାରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ଦେଶର କରୋନା ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ୮ଟାରେ ସମୀକ୍ଷା କରିବେ। ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ମନ୍ତ୍ରୀ ଓ ଅଫିସର ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।