ଭୁବନେଶ୍ୱରରେ ୩ ଦିନ ବନ୍ଦ ରହିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ବିଏମସି ଅଧୀନରେ ଥିବା ସମସ୍ତ ଧର୍ମାନୁଷ୍ଠାନ ୩ଦିନ ପାଇଁ ବନ୍ଦ ରହିବ। ଫଳରେ କାଲିଠୁ ୨ ତାରିଖ ଯାଏଁ ଶ୍ରଦ୍ଧାଳୁ ମନ୍ଦିରକୁ ଯାଇପାରିବେନି। ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।