ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅନ୍ୟଦିନ ଅପେକ୍ଷା କମିଛି। ଆଜି ୩୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତକାଲି ୩୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪,୦୬୫କୁ ବୃଦ୍ଧି ପାଇଛି।
Update on newly detected & cured #COVID19 cases in the last 24 hrs under the BMC area on 8th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/IMfgN6H7Um— BMC (@bmcbbsr) September 8, 2020