ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜଧାନୀ ଭୁବନେଶ୍ୱରରୁ ୨୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୦୭ରେ ପହଞ୍ଚିଛି। ଏଥିରୁ ୩୬୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୮ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ୧୯୮୩ଜଣ ଏବେ ଚିକିତ୍ସାଧୀନ ରହିଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 18th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Ztj9zZy8Tk— BMC (@bmcbbsr) August 18, 2020